ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତା ପାଇଲେ ସାହିତ୍ୟ ଭାରତୀ ସମ୍ମାନ
ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତା ପାଇଲେ ସାହିତ୍ୟ ଭାରତୀ ସମ୍ମାନ #କଟକ(ଏନ୍.ଏମ୍): ସ୍ଥାନୀୟ କଳାବିକାଶ କେନ୍ଦ୍ର ଠାରେ ଗଙ୍ଗାଧର ରଥ ଫାଉଣ୍ଡେସନ ପକ୍ଷରୁ ସାହିତ୍ୟ ଭାରତୀ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟି ଡକ୍ଟର ଜୟନ୍ତ ରଥ ଏହି ଅଷ୍ଟବିଂଶତମ୍ ସମାରୋହରେ ସଭାପତିତ୍ୱ କରିଥିଲେ । ଫାଉଣ୍ଡେସନ ପକ୍ଷରୁ ୧୯୯୨ ମସିହାରୁ ଆଜି ପର୍ଯ୍ୟନ୍ତ ସାହିତ୍ୟ ଭାରତୀ ସମ୍ମାନ ସହିତ ବିଭିନ୍ନ ସମ୍ମାନ କୃତୀ ସାହିତ୍ୟିକ ମାନଙ୍କୁ ପ୍ରଦାନ କରାଯାଉଛି । ଏହି ଅବସରରେ ଓଡ଼ିଶା…
