ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତା ପାଇଲେ ସାହିତ୍ୟ ଭାରତୀ ସମ୍ମାନ
ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତା ପାଇଲେ ସାହିତ୍ୟ ଭାରତୀ ସମ୍ମାନ [caption id="attachment_8707" align="alignnone" width="300"] News by Smruti ranjan Tripathy (Cuttack)[/caption] #କଟକ(ଏନ୍.ଏମ୍): ସ୍ଥାନୀୟ କଳାବିକାଶ କେନ୍ଦ୍ର ଠାରେ ଗଙ୍ଗାଧର ରଥ ଫାଉଣ୍ଡେସନ ପକ୍ଷରୁ ସାହିତ୍ୟ ଭାରତୀ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟି…




