ମିଡ଼ିଆ କପ ନାମରେ ସାମ୍ବାଦିକଙ୍କୁ ଲଲିପପ୍
ମିଡ଼ିଆ କପ ନାମରେ ସାମ୍ବାଦିକଙ୍କୁ ଲଲିପପ୍ #କଟକ(ଏନ୍.ଏମ୍.): ସମ୍ପ୍ରତି ସମାଜରେ ବିଭିନ୍ନ ପ୍ରକାର ମିଡ଼ିଆ ନିଜର ଅସ୍ଥିତ୍ୱକୁ ସୁଦୃଢ଼ କରିଥିବାବେଳେ ଏହାକୁ ହାତବାରିସୀ କରି ବିଭିନ୍ନ ସଂସ୍ଥା, ବିଭାଗୀୟ କର୍ତ୍ତୃପକ୍ଷ ନିଜର ପତିଆରାକୁ ଜାହିର କରିବାରେ ଲାଗି ପଡ଼ିଛନ୍ତି । ସରକାରୀ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ସଂସ୍ଥାର କର୍ତ୍ତୃପକ୍ଷ ଦୁର୍ନୀତିରେ ବୁଡ଼ି ରହି ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିବାରେ ବ୍ୟସ୍ତ ରହିଛନ୍ତି । ମାତ୍ର ସାମ୍ବାଦିକଙ୍କ ଶନିଦୃଷ୍ଟିରୁ ଖସିବା ପାଇଁ ଏବେ ସାମ୍ବାଦିକମାନଙ୍କୁ କିଭଳି…
