ବ୍ରହ୍ମପୁର ବୁଢ଼ିଠାକୁରାଣୀ ମନ୍ଦିର ବୁଲିଲେ ୫-ଟି ସଚିବ
ବ୍ରହ୍ମପୁର ବୁଢ଼ିଠାକୁରାଣୀ ମନ୍ଦିର ବୁଲିଲେ ୫-ଟି ସଚିବ – ପୂଜାର୍ଚ୍ଚନା ଓ ବିକାଶ ସମ୍ପର୍କରେ ଆଲୋଚନା -୧୫ ଦିନରେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ପରାମର୍ଶ ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଆଜି ଅପରାହ୍ନରେ ବ୍ରହ୍ମପୁର ସହର ପ୍ରସିଦ୍ଧ ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ କରିଛନ୍ତି । ଆଜି ଥିଲା ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରାର ଶେଷ ଦିନ । ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ମନ୍ଦିରରେ ମାଆଙ୍କ…
