କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ସମବାୟ ବିଭାଗର ପ୍ରମୁଖ ସଚିବଙ୍କୁ ନେଇ ଉଚ୍ଚସ୍ତରୀୟ କମିଟି ଗଠନ
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ସମବାୟ ବିଭାଗର ପ୍ରମୁଖ ସଚିବଙ୍କୁ ନେଇ ଉଚ୍ଚସ୍ତରୀୟ କମିଟି ଗଠନ ରାଜ୍ୟରେ ଶୀତଳ ଭଣ୍ଡାର ନିର୍ମାଣ ଓ ବ୍ୟବହାରରେ ଉତ୍କର୍ଷ ଅଣାଯିବ: କୃଷି ମନ୍ତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.): ଫସଲ ଅମଳ ପରବର୍ତ୍ତୀ ସୁପରିଚାଳନା ଓ ସଂରକ୍ଷଣ ଏବଂ ଚାଷୀମାନଙ୍କୁ ଉତ୍ପାଦିତ ଦ୍ରବ୍ୟର ଉଚିତ ମୂଲ୍ୟ ପ୍ରଦାନ ଦିଗରେ ରାଜ୍ୟରେ ଶୀତଳ ଭଣ୍ଡାର ନିର୍ମାଣ କରିବା ଓ ବ୍ୟବହାରରେ ଉତ୍କର୍ଷ ଆଣିବା ଦିଗରେ ପଦକ୍ଷେପ ନିଆଯାଉଛି । ଏଥି ପାଇଁ ଏକ…
