ଅର୍କ କ୍ଷେତ୍ର କୋଣାର୍କ ଠାରେ ଚତୁର୍ଥ ଆନ୍ତର୍ଜାତିକ ଚିତ୍ରକଳା ଶିବିର ଓ ଗ୍ରୁପ ଚିତ୍ରକଳା ପ୍ରଦର୍ଶନୀ
ଅର୍କ କ୍ଷେତ୍ର କୋଣାର୍କ ଠାରେ ଚତୁର୍ଥ ଆନ୍ତର୍ଜାତିକ ଚିତ୍ରକଳା ଶିବିର ଓ ଗ୍ରୁପ ଚିତ୍ରକଳା ପ୍ରଦର୍ଶନୀ #କୋଣାର୍କ (ଏନ୍.ଏମ୍.): ଉତ୍ତର ଓଡ଼ିଶାର ଅଗ୍ରଣୀ ସଂଗଠନ ଜଳେଶ୍ୱର ଆର୍ଟ ଫାଉଣ୍ଡେସନ ଓ ଶକୁନ୍ତଲା ଆର୍ଟ ଗ୍ୟାଲରୀ ଭୁବନେଶ୍ୱର ଏବଂ ଓଡ଼ିଶା କଲେଜ ଅଫ ଆର୍ଟ କ୍ରାଫ୍ଟ, ପୁରୀ ମିଳିତ ଆନୁକୁଲ୍ୟରେ ଚତୁର୍ଥ ଆନ୍ତର୍ଜାତିକ ଚିତ୍ରକଳା ଶିବିର ଓ ଗ୍ରୁପ ଚିତ୍ରକଳା ପ୍ରଦର୍ଶନୀ ଅର୍କ କ୍ଷେତ୍ର କୋଣାର୍କ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୂଖ୍ୟଅତିଥି ଭାବେ ପୁରୀ ସଂସ୍କୃତି…
