ଗ୍ରାମାଞ୍ଚଳରେ ମିଳିବ ବିଶୁଦ୍ଧ ପାନୀୟ ଜଳ ନେଇ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ସ୍ୱାଗତଯୋଗ୍ୟ: ରଣେନ୍ଦ୍ର
ଗ୍ରାମାଞ୍ଚଳରେ ମିଳିବ ବିଶୁଦ୍ଧ ପାନୀୟ ଜଳ ନେଇ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ସ୍ୱାଗତଯୋଗ୍ୟ: ରଣେନ୍ଦ୍ର ୨୩ଟି ପଞ୍ଚାୟତ ସହ ୧୪୯ ଗାଁର ୧ଲକ୍ଷ ୪୭ ହଜାର ୫୪୨ ଜଣ ହେବେ ଉପକୃତ #କଟକ(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀଙ୍କ ଯୋଗୁଁ ରାଜ୍ୟର ସହରାଞ୍ଚଳ ପରି ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ମଧ୍ୟ ବିଶୁଦ୍ଧ ପାନୀୟ ଜଳ ମିଳିବା ସମ୍ଭବ ହୋଇ ପାରିଛି ବୋଲି ଆଜି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗ୍ରାମାଞ୍ଚଳରେ ବିଶୁଦ୍ଧ ପିଇବା…
