ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ପ୍ରୟୋଗ ନେଇ ଏମ୍ସ ଭୁବନେଶ୍ୱର ଏବଂ ଆଇଆଇଟି ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ପ୍ରୟୋଗ ନେଇ ଏମ୍ସ ଭୁବନେଶ୍ୱର ଏବଂ ଆଇଆଇଟି ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ #ଭୁବନେଶ୍ୱର(ଏନ୍.ଏମ୍.): ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ତଥା ଏହି କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ)ର ପ୍ରୟୋଗ କରି ଏକ ନୂତନ ସଂଚାର ସୃଷ୍ଟି ଲକ୍ଷ୍ୟରେ ଦୁଇ ପ୍ରମୁଖ ଜାତୀୟ ଅନୁଷ୍ଠାନ ଏମ୍ସ ଭୁବନେଶ୍ୱର ଏବଂ ଆଇଆଇଟି ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ରାଜ୍ୟରେ ପ୍ରଥମ କରି ଦୁଇ ପ୍ରମୁଖ ଅନୁଷ୍ଠାନ ମଧ୍ୟରେ…
