ସୁପର କିଙ୍ଗ୍ସର ତୃତୀୟ ବିଜୟ
ସୁପର କିଙ୍ଗ୍ସର ତୃତୀୟ ବିଜୟ #ବେଙ୍ଗାଲୁରୁ(ଏନ୍.ଏମ୍.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଆଜି ଅନୁଷ୍ଠିତ ୨୪ତମ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ଘରୋଇ ରୟାଲ୍ ଚ୍ୟାଲେଞ୍ଜର ବେଙ୍ଗାଲୁରୁକୁ ୮ରନରେ ପରାସ୍ତ କରିଛି । ଏହି ଟୁର୍ଣ୍ଣାମେଣ୍ଟରେ ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ସୁପର କିଙ୍ଗ୍ସ ତୃତୀୟ ବିଜୟ ହାସଲ କରିବା ସହ ମୋଟ ୬ ପଏଣ୍ଟ ସହ ପଏଣ୍ଟ ଟେବଲର ତୃତୀୟ ସ୍ଥାନରେ ପହଞ୍ଚିଛି । ମ୍ୟାଚରେ ବେଙ୍ଗାଲୁରୁ ଅଧିନାୟକ ଫାପ୍ ଡୁପ୍ଲେସି ଟସ୍ ଜିତି ଫିଲ୍ଡିଂ…
