ଆଇପିଏଲ୍: ମୁମ୍ବାଇର କ୍ରମାଗତ ତୃତୀୟ ବିଜୟ
ଆଇପିଏଲ୍: ମୁମ୍ବାଇର କ୍ରମାଗତ ତୃତୀୟ ବିଜୟ #IPL ହାଇଦ୍ରାବାଦ(ଏନ୍.ଏମ୍.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ମୁମ୍ବାଇ ଇଣ୍ଡିଆନ୍ସ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି । ଏଠାରେ ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟର ୨୫ତମ ମ୍ୟାଚରେ ମୁମ୍ବାଇ ଘରୋଇ ହାଇଦ୍ରାବାଦକୁ ୧୪ରନରେ ପରାସ୍ତ କରିଛି । ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୯୩ରନର ବିଜୟ ଲକ୍ଷ୍ୟକୁ ପିଚ୍ଛା କରି ହାଇଦ୍ରାବାଦ ଗୋଟିଏ ବଲ୍ ବାକିଥାଇ ସମସ୍ତ ୱିକେଟ ହରାଇ ୧୭୮ରନ୍ କରିବାକୁ ସମର୍ଥ ହୋଇଥିଲା । ମ୍ୟାଚରେ ଟସ୍ ଜିତି ହାଇଦ୍ରାବାଦ…
