ବ୍ୟାଟରଙ୍କ ଧମାକା: ୫୬ରନରେ ହାରିଲା ପଞ୍ଜାବ: ଆଇପିଏଲରେ ଏଲଏସଜିର ଦ୍ୱିତୀୟ ସର୍ବାଧିକ ସ୍କୋର
ବ୍ୟାଟରଙ୍କ ଧମାକା: ୫୬ରନରେ ହାରିଲା ପଞ୍ଜାବ: ଆଇପିଏଲରେ ଏଲଏସଜିର ଦ୍ୱିତୀୟ ସର୍ବାଧିକ ସ୍କୋର #ମୋହାଲି(ଏନ୍.ଏମ୍.): ବ୍ୟାଟରଙ୍କ ଦମଦାର ପ୍ରଦର୍ଶନ ଜରିଆରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଆଇପିଏଲ ଇତିହାସରେ ଦ୍ୱିତୀୟ ସର୍ବାଧିକ ସ୍କୋର ୨୫୭ରନ ସଂଗ୍ରହ କରିପାରିଛି । ଏଥିସହିତ ଏଲଏସଜି ଏହି ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ୫୬ରନରରେ ପରାସ୍ତ କରିଛି । ୨୫୮ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଶିଖର ଧୱନଙ୍କ ପଞ୍ଜାବ ଦଳ ପ୍ରଥମ ଦୁଇଟି ୱିକେଟ ସହଳ ହରାଇଥିଲେ ମଧ୍ୟ ଅଥର୍ବ ତାଡ଼େ…
