୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର -ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.): ସ୍କୁଲ ରୂପାନ୍ତରର ପ୍ରତ୍ୟେକସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି । ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ…
