ମହିଳା କୁସ୍ତି ଖେଳାଳିମାନଙ୍କ ଉପରେ ବିଜେପି ସାଂସଦଙ୍କ ଯୌନ ନିର୍ଯ୍ୟାତନାକୁ ଧିକ୍କାର କରି ଭୁବନେଶ୍ୱରରେ ନାଗରିକ ପ୍ରତିବାଦ
ମହିଳା କୁସ୍ତି ଖେଳାଳିମାନଙ୍କ ଉପରେ ବିଜେପି ସାଂସଦଙ୍କ ଯୌନ ନିର୍ଯ୍ୟାତନାକୁ ଧିକ୍କାର କରି ଭୁବନେଶ୍ୱରରେ ନାଗରିକ ପ୍ରତିବାଦ #ଭୁବନେଶ୍ୱର(ଏନ୍.ଏମ୍.): ଯେଉଁ ମହିଳା କୁସ୍ତି ଯୋଦ୍ଧାମାନେ ଦେଶ ବିଦେଶରେ ନିଜର କଳା କୌଶଳ ପ୍ରଦର୍ଶନ କରି ଦେଶର ସୁନାମ ବୃଦ୍ଧି କରୁଥିଲେ ଏବଂ ସ୍ୱୟଂ ପ୍ରଧାନମନ୍ତ୍ରୀ ତା’ର ଶ୍ରେୟ ନେଉଥିଲେ, ଏବେ ସେମାନଙ୍କ ପ୍ରତି ଭାରତୀୟ କୁସ୍ତି ମହାସଂଘର ସଭାପତି ତଥା ବିଜେପି ସାଂସଦ ବ୍ରିଜଭୂଷଣ ସିଂଙ୍କ ଯୌନ ନିର୍ଯାତନା ଘଟଣାରେ ଶାସକ ବିଜେପିର ଲଜ୍ଜା ଜନକ ନୀରବତା…
