୫ଟି ଜିଲ୍ଲାରେ ଆଞ୍ଚଳିକ ଜୁଡ଼ିସିଆଲ ଏକାଡେମୀ ଉଦ୍‌ଘାଟିତ

୫ଟି ଜିଲ୍ଲାରେ ଆଞ୍ଚଳିକ ଜୁଡ଼ିସିଆଲ ଏକାଡେମୀ ଉଦ୍‌ଘାଟିତ #କଟକ(ଏନ୍‌.ଏମ୍‌.): ସିଡିଏ ସ୍ଥିତ ଓଡ଼ିଶା ଜୁଡିସିଆଲ୍ ଏକାଡେମୀର ଗତିକୃଷ୍ଣ ମିଶ୍ର ପ୍ରେକ୍ଷାଳୟରେ ରାଜ୍ୟର ୫ଟି ଜିଲ୍ଲାରେ ଆଜି ଆଞ୍ଚଳିକ ଜୁଡ଼ିସିଆଲ ଏକାଡେମୀ ଉଦ୍‌ଘାଟିତ ହୋଇଯାଇଛି । ଜୁଡ଼ିସିଆଲ ଏକାଡେମୀ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୁପ୍ରିମକୋର୍ଟର ବିଚାରପତି ସୂର୍ଯ୍ୟକାନ୍ତ ଯୋଗଦେଇ ଅନୁଗୁଳ, ବାଲେଶ୍ୱର, କୋରାପୁଟ, ଗଞ୍ଜାମ ଏବଂ ସମ୍ବଲପୁରରେ ଆଭାସି ମାଧ୍ୟମରେ ଆଞ୍ଚଳିକ ଜୁଡିସିଆଲ ଏକାଡେମୀକୁ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ବିଚାର…

Read More

ପ୍ରମିଳାଙ୍କୁ ମିଳିଲା ଆଉ ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ

ପ୍ରମିଳାଙ୍କୁ ମିଳିଲା ଆଉ ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଆଉ ୨ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ଗତକାଲି ଶ୍ରମ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଇସ୍ତଫା ଦେଇଥିବାବେଳେ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ତାଙ୍କୁ ମିଳିଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ । ଏହି ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ରାଜସ୍ୱ…

Read More

ଝାରସୁଗୁଡ଼ା ଉପନିର୍ବାଚନ: ବିଜେଡ଼ିର ବିପୁଳ ବିଜୟ

ଝାରସୁଗୁଡ଼ା ଉପନିର୍ବାଚନ: ବିଜେଡ଼ିର ବିପୁଳ ବିଜୟ ଭାବ ବିହ୍ୱଳ ହୋଇ ପଡ଼ିଲେ ଦୀପାଳି, କହିଲେ ମୋ’ ବାପା ଫେରିଛନ୍ତି #ଝାରସୁଗୁଡ଼ା(ଏନ୍‌.ଏମ୍‌.): ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟଣାଇ ପ୍ରକାଶ ପାଇଛି ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ । ଏଥିରେ ବାଜି ମାରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ଟଙ୍କଧର ତ୍ରିପାଠୀଙ୍କୁ ୪୮, ୭୨୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି । ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୧୯୮ ଖଣ୍ଡ ଭୋଟ…

Read More