ଓଡିଶା ଟ୍ରକ ମାଲିକ ସଂଘ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ
ଓଡିଶା ଟ୍ରକ ମାଲିକ ସଂଘ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ #କଟକ(ଏନ୍.ଏମ୍.): ଓଡ଼ିଶା ଟ୍ରକ୍ ମାଲିକ ସଂଘର ନିର୍ବାଚିତ ନୂତନ କର୍ମକର୍ତ୍ତାଙ୍କର ଶପଥ ଗ୍ରହଣ ଉତ୍ସବ ସ୍ଥାନୀୟ ଗଣ୍ଡରପୁର ସ୍ଥିତ ସଂଘର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପଦେଷ୍ଟା ଭାବେ ଦେବେନ୍ଦ୍ର କୁମାର ପାତ୍ର, ରବିନାରାୟଣ ଶତପଥୀ, ଜର୍ମାନୀ ରାଉତ ଓ କ୍ଷେତ୍ରମୋହନ ସାମନ୍ତରାୟ ରହିଥିବାବେଳେ ସେମାନଙ୍କ ମଧ୍ୟରୁ ଉପଦେଷ୍ଟା ଶ୍ରୀ ପାତ୍ର ସଭାପତି ଶରତ ଚନ୍ଦ୍ର ପ୍ରଧାନ, କାର୍ଯ୍ୟକାରୀ ସଭାପତି ବିକ୍ରମ…
