୫ଟି ସଚିବଙ୍କ ଦୁଇ ଦିନିଆ କଳାହାଣ୍ଡି ଗସ୍ତ : ସ୍ମାର୍ଟ ହେବ କଳାହାଣ୍ଡି ବିଶ୍ୱବିଦ୍ୟାଳୟ
୫ଟି ସଚିବଙ୍କ ଦୁଇ ଦିନିଆ କଳାହାଣ୍ଡି ଗସ୍ତ : ସ୍ମାର୍ଟ ହେବ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଡିସେମ୍ବର ୨୩ ସୁଦ୍ଧା ଉତ୍କେଲା ବିମାନ ଘାଟି ରନୱେ ସମ୍ପ୍ରସାରଣ ବେଲଖଣ୍ଡି ଶିବ ମନ୍ଦିର, ଜୁନାଗଡ ଲଙ୍କେଶ୍ୱରୀ ମନ୍ଦିର ଓ ଆଶାସାଗର ର ଉନ୍ନତିକରଣ ପାଇଁ ଡିପିଆର ପ୍ରସ୍ତୁତି ନିର୍ଦ୍ଦେଶ ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭି.କେ. ପାଣ୍ଡିଆନ୍ ଆଜି ତିନିଦିନିଆ କଳାହାଣ୍ଡି ଓ ନୂଆପଡା ଗସ୍ତ କରିଛନ୍ତି । ପ୍ରଥମ ଦିନରେ ଉତ୍କେଲା, ମଦନପୁର…
