ପୁରୀରୁ ହାୱଡା ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ, ଭର୍ଚ୍ଚୁଆଲ ମୋଡ଼ରେ ପତାକା ହଲାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ପୁରୀରୁ ହାୱଡା ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ, ଭର୍ଚ୍ଚୁଆଲ ମୋଡ଼ରେ ପତାକା ହଲାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ #ପୁରୀ(ଏନ୍.ଏମ୍.): ଆଜି ଓଡ଼ିଶାରେ ପ୍ରଥମ କରି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ ହୋଇଛି । ପୁରୀ-ହାୱଡା ଯାତାୟତ ନିମନ୍ତେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭର୍ଚ୍ଚୁଆଲ ମୋଡରେ ଏହି ଏକ୍ସପ୍ରେସକୁ ପତାକା ଦେଖାଇ ଲୋକାର୍ପଣ କରିଛନ୍ତି । ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ…
