ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର
ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି । ସୂଚନାନୁସାରେ, ଖୋର୍ଦ୍ଧା ଜିଲ୍ଲାର ପ୍ରଭାତ ଦାସ ଏକ ଛୋଟ ଦୋକାନ କରି ଗୁଜୁରାଣ ମେଣ୍ଟାନ୍ତି । ହଠାତ୍ ତାଙ୍କ ଜୀବନରେ ଅନ୍ଧକାର ଘୋଟିଆସି ଜୀବନକୁ ସମ୍ପୂର୍ଣ୍ଣ ବଦଳାଇ ଦେଲା । ମଧୁମେହ ରୋଗରେ ଆକ୍ରାନ୍ତ ହେଲା ପରେ ତାଙ୍କ ବାମ ଗୋଡ଼ର ହାଡ଼ ଦୁର୍ବଳ…
