ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର
ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର [caption id="attachment_9483" align="alignnone" width="242"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି । ସୂଚନାନୁସାରେ, ଖୋର୍ଦ୍ଧା ଜିଲ୍ଲାର ପ୍ରଭାତ…












