ଆପ୍ ଓଡ଼ିଶାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
ଆପ୍ ଓଡ଼ିଶାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ #ଭୁବନେଶ୍ୱର(ଏନ୍.ଏମ୍.): ସ୍ଥାନୀୟ ଲୋହିଆ ଏକାଡେମୀଠାରେ ଆମ୍ ଆଦ୍ମୀ ପାର୍ଟି ଓଡ଼ିଶାର ରାଜ୍ୟ କାର୍ଯ୍ୟକାରଣୀ ସଦସ୍ୟମାଙ୍କର ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକରେ ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର ଅଧ୍ୟକ୍ଷତା କରିଥିଲେ । ଆରମ୍ଭରେ ରାଜ୍ୟ ସାଧାରଣ ସମ୍ପାଦକ ସୌମ୍ୟ ରଞ୍ଜନ ସ୍ୱାଇଁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମାନଙ୍କୁ ସ୍ୱାଗତ କରିବା ସହ ରାଜ୍ୟରେ ସଙ୍ଗଠନର ସ୍ଥିତି ସମ୍ବନ୍ଧରେ ସମସ୍ତଙ୍କୁ ଅବଗତ କରାଇଥିଲେ । ଦେଶରେ ବର୍ତ୍ତମାନର…
