ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳ ପରିଦର୍ଶନ ପରେ ବାଲେଶ୍ୱରରେ ରୋଗୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ; ସ୍ଥିତି ଯାଞ୍ଚ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମମତା ବାନାର୍ଜୀ
ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳ ପରିଦର୍ଶନ ପରେ ବାଲେଶ୍ୱରରେ ରୋଗୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ସ୍ଥିତି ଯାଞ୍ଚ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମମତା ବାନାର୍ଜୀ #ବାଲେଶ୍ୱର(ଏନ୍.ଏମ୍.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁର୍ଘଟଣାର ସମ୍ମୁଖୀନ ହୋଇ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଟ୍ରେନଯାତ୍ରୀଙ୍କୁ ଭେଟିଛନ୍ତି । ଆହତ ବ୍ୟକ୍ତି ଓ ସେମାନଙ୍କର ସଂପର୍କୀୟଙ୍କ ସହିତ କଥା ହୋଇ ସେମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଡାକ୍ତରଖାନାରେ ଚିକିତ୍ସା ବ୍ୟବସ୍ଥା କେମିତି ଦିଆଯାଉଛି ସେ ନେଇ…
