ବାହାନଗା ଟ୍ରେନ ଟ୍ରାଜେଡ଼ି: ଏସସିବିରେ ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
ବାହାନଗା ଟ୍ରେନ ଟ୍ରାଜେଡ଼ି: ଏସସିବିରେ ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ [caption id="attachment_9787" align="alignnone" width="300"] News by Umakanta Jena (Cuttack)[/caption] #କଟକ(ଏନ୍.ଏମ୍.): ବାଲେଶ୍ୱର ବାହାନଗା ଠାରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଆହତମାନଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଟକ ବଡ଼ମେଡ଼ିକାଲ (ଏସସିବି)ରେ ଭେଟିଛନ୍ତି…


