ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ସଭା
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ସଭା #କଟକ ସଦର(ଏନ୍.ଏମ୍.): କଟକ ସଦର ଅନ୍ତର୍ଗତ ଦୟାନିଧି ପ୍ରଥିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ବୋଧପୁର ପଞ୍ଚାୟତ ଅନ୍ତର୍ଗତ ଲୋକନାଥ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ ପ୍ରତିଭାଧାରୀ ଓ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ମୁଖ୍ୟଅତିଥି ଭାବେ ବିଶିଷ୍ଟ ବ୍ୟକ୍ତି ତଥା ଓଡିଶାର ସୁନାମଧନ୍ୟ ଗୀତିକାର ନିମାଇଁ ଚରଣ ଦାସ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ବସନ୍ତ ରଥ ଓ ଅନୁଷ୍ଠାନର ସମ୍ପାଦକ ନାରାୟଣ ମହାନ୍ତି ଯୋଗ…
