ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ
ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ #କଟକ ସଦର(ଏନ୍.ଏମ୍.): ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟ, ଇଶାଣୀବ୍ରହ୍ମପୁରରେ, ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ସେଠୀଙ୍କ ସଭାପତିତ୍ୱରେ, ଅବସରପ୍ରାପ୍ତ ଶିକ୍ଷକ ଗଦାଧର ସେନାପତି ଙ୍କ ନିମନ୍ତେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉତ୍ତମ ଚରଣ ପ୍ରଧାନ ଓ ମୁଖ୍ୟବକ୍ତା ଭାବେ ପ୍ରାକ୍ତ ପ୍ରଧାନ ଶିକ୍ଷକ ପ୍ରଦୀପ୍ତ କୁମାର ଆଚାର୍ଯ୍ୟ ଯୋଗଦେଇ ଶ୍ରୀ ସେନାପତିଙ୍କ କର୍ମମୟ…
