ପୁଣି ଆଠଗଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ୧କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ଗିରଫ
ପୁଣି ଆଠଗଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ୧କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ଗିରଫ #ଆଠଗଡ(ଏନ୍.ଏମ୍.): ରାଜ୍ୟ ଅବକାରୀ ଆୟୁକ୍ତ ନରସିଂହ ଭୋଳଙ୍କ ନିର୍ଦ୍ଦେଶ କ୍ରମେ କଟକ ଜିଲ୍ଲା ଅବକାରୀ ଅଧ୍ୟକ୍ଷ ଦେବାଶିଷ ପଟେଲ ଓ ଆଠଗଡ ଅବକାରୀ ରେଞ୍ଜ ଉପ ଅଧ୍ୟକ୍ଷ ପ୍ରମୋଦ କୁମାର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାନପୁର ଥାନା ପାଇକ ବାରବାଟି ଛକରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରା ଯାଇଥିଲା । ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ଗଞ୍ଜେଇ ଯାହାର ମୂଲ୍ୟ ପ୍ରାୟ…
