ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସରେ ରାଷ୍ଟ୍ରପତି
ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସରେ ରାଷ୍ଟ୍ରପତି ‘ତ୍ୱରିତ ନ୍ୟାୟ ପୀଡ଼ିତ ଓ ନିର୍ଦ୍ଦୋଷ ଉଭୟଙ୍କୁ ସହାୟ ହେବ’: ମହାମହିମ ଦ୍ରୌପଦୀ ମୁର୍ମୁ #କଟକ (ଏନ୍.ଏମ୍.): ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ, ବିଚାରପତିଙ୍କ ଠାରୁ ଆଇନଜୀବୀଙ୍କ ପର୍ଯ୍ୟନ୍ତ ସମ୍ବୋଧନ କରି ନ୍ୟାୟପାଳିକାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଳେ । ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ସାଧାରଣ ଲୋକ ହଇରାଣ ହେଉଛନ୍ତି । ଏଥିପାଇଁ ଅନେକ…
