ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ୱାମୀଙ୍କୁ ଆକ୍ରମଣ ଘଟଣାରେ ୩ଗିରଫ
ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ୱାମୀଙ୍କୁ ଆକ୍ରମଣ ଘଟଣାରେ ୩ଗିରଫ #ଚୌଦ୍ୱାର(ଏନ୍.ଏମ୍.): ଟାଙ୍ଗୀ-ଚୌଦ୍ୱାର ବ୍ଲକର ଉପାଧକ୍ଷାଙ୍କ ସ୍ୱାମୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଚୌଦ୍ୱାର ଥାନା ପୁଲିସ ୩ଜଣଙ୍କୁ ଗିରଫ କରିଛି । ଏଥି ସହିତ ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିବିଶେଷଙ୍କୁ ମଧ୍ୟ ତଦନ୍ତ ପରିସରକୁ ଆଣି ମୋବାଇଲ ଟ୍ରାକିଂ କରୁଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ଟାଙ୍ଗୀ-ଚୌଦ୍ୱାର ବ୍ଲକ ଉପାଧ୍ୟକ୍ଷା ସୁପ୍ରିୟା ଜେଠୀଙ୍କ ସ୍ୱାମୀ ଧନେଶ୍ୱର ଜେଠୀ ଗତ ଜୁଲାଇ ୨୧ତାରିଖ ରାତିରେ ଟ୍ୟୁସନ ସାରି ଫେରୁଥିବାବେଳେ…
