ତରିକୁନ୍ଦ ଉତ୍ତରେଶ୍ୱର ମହାଦେବ ମନ୍ଦିରରେ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ସଭା
ତରିକୁନ୍ଦ ଉତ୍ତରେଶ୍ୱର ମହାଦେବ ମନ୍ଦିରରେ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ସଭା ଜଗତସିଂହପୁର(ଏନ୍.ଏମ୍.): ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ରଘୁନାଥପୁର ବ୍ଲକ ଅଧିନସ୍ଥ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ତରିକୁନ୍ଦ ପଞ୍ଚାୟତ ଅନ୍ତର୍ଗତ ଉତ୍ତରେଶ୍ୱର ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ ପ୍ରତିଭାଧାରୀ ଓ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ମୁଖ୍ୟଅତିଥି ଭାବେ ବରିଷ୍ଠ ସାମ୍ବାଦିକ ବସନ୍ତ ରଥ ଯୋଗଦେଇଥିବାବେଳେ ଅନୁଷ୍ଠାନର ସମ୍ପାଦକ ନାରାୟଣ ମହାନ୍ତି ଏବଂ ଅଭୟ କୁମାର ଦାସ ଏଥିରେ ସଭାପତିତ୍ୱ କରିଥିଲେ…
