ଅଂଶୁମାନ କାନୁନଗୋଙ୍କ ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଅଂଶୁମାନ କାନୁନଗୋଙ୍କ ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ କଟକ(ଏନ୍.ଏମ୍.): ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲାରେ ସିବିଆଇ ତଦନ୍ତ ହେବ । ୨୦୨୨ ଜେଇଇ ପରୀକ୍ଷାରେ ଅଂଶୁମାନ କାନୁନଗୋଙ୍କ ମାର୍କସିଟକୁ ନକଲି କହି ରାଉରକେଲା ଏନଆଇଟି ଆଡମିଶନ ଖାରଜ କରିଥିଲା । ଏହାପରେ ମାର୍କସିଟକୁ ତ୍ରୁଟିପୂର୍ଣ୍ଣ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଅଂଶୁମାନ । ଏବେ ୪ମାସ ମଧ୍ୟରେ ତଦନ୍ତ କରିି ରିପୋର୍ଟ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ବିଦ୍ୟୁତ ରଞ୍ଜନ…
