ମହିଳା ଗୃହରକ୍ଷୀ ସୌରିନ୍ଦ୍ରି ସାହୁଙ୍କୁ ନ୍ୟାୟ ଦେବା ପାଇଁ ଡିଜିପିଙ୍କୁ ଭେଟିଲା ପ୍ରଦେଶ କଂଗ୍ରେସ ପ୍ରତିନିଧି ଦଳ
ମହିଳା ଗୃହରକ୍ଷୀ ସୌରିନ୍ଦ୍ରି ସାହୁଙ୍କୁ ନ୍ୟାୟ ଦେବା ପାଇଁ ଡିଜିପିଙ୍କୁ ଭେଟିଲା ପ୍ରଦେଶ କଂଗ୍ରେସ ପ୍ରତିନିଧି ଦଳ #ଭୁବନେଶ୍ୱର (ଏନ୍.ଏମ୍.): ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପୂର୍ବତନ ମନ୍ତ୍ରୀ ବିଜୟଲକ୍ଷ୍ମୀ ସାହୁଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ଅନୁଗୁଳର ରାଣିଗୁଡ଼ା ଗ୍ରାମର ମହିଳା ଗୃହରକ୍ଷୀ ସୌରିନ୍ଦ୍ରି ସାହୁଙ୍କୁ ନ୍ୟାୟ ଦେବାପାଇଁ କଟକରେ ଡିଜିପି ସୁନିଲ ବଂଶଲଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ପ୍ରଥମେ ଏହି ପ୍ରତିନିଧି ଦଳ…
