ତିନି ଦଫା ଦାବି ନେଇ ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ ସିଏମସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ତିନି ଦଫା ଦାବି ନେଇ ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ ସିଏମସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ #କଟକ(ଏନ୍.ଏମ୍.): ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ ୩ ଦଫା ଦାବିନେଇ ସିଏମସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆମ୍ବେଦକର ସ୍ମୃତି ପରିଷଦ ସଭାପତି ସୁକାନ୍ତ ସେଠୀଙ୍କ ନେତୃତ୍ୱରେ ପରିଷଦର ସଦସ୍ୟ ମାନେ ଦିନ ୧୧ ଟାରେ ପୁରୀଘାଟ ଥାନା ନିକଟରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି, ଚୌଧୁରୀ ବଜାର ସ୍ଥିତ ସିଏମସି କାର୍ଯ୍ୟାଳୟ ଠାରେ ପହଞ୍ଚି ବିକ୍ଷୋଭ…
