କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣାକୁ ପ୍ରତିବାଦ
ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣାକୁ ପ୍ରତିବାଦ #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶାରେ କୃଷି ଯନ୍ତ୍ରପାତି ଓ ଧାନକିଣା କାରବାରରେ ବ୍ୟାପକ ଦୁର୍ନୀତିର ସିବିଆଇ ତଦନ୍ତ ଦାବି ଓ ସାର କାରବାରରେ ବ୍ୟାପକ କଳାବଜାର ପ୍ରତିବାଦରେ ଆଜି ବିଜେପି କୃଷକମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ନେତୃତ୍ୱରେ ଶତାଧିକ କାର୍ଯ୍ୟକର୍ତ୍ତା ପାୱାରହାଉସ ଛକରୁ ଏକ ଶୋଭାଯାତ୍ରାରେ ଆସି ଭୁବନେଶ୍ୱର…
