କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣାକୁ ପ୍ରତିବାଦ
ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣାକୁ ପ୍ରତିବାଦ [caption id="attachment_10681" align="alignnone" width="300"] News by saroj Kumar Muduli (Khordha)[/caption] #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶାରେ କୃଷି ଯନ୍ତ୍ରପାତି ଓ ଧାନକିଣା କାରବାରରେ ବ୍ୟାପକ ଦୁର୍ନୀତିର…



