ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବନ ଜଗୁଆଳିଙ୍କ ମୃତ୍ୟୁ
ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବନ ଜଗୁଆଳିଙ୍କ ମୃତ୍ୟୁ #ନୟାଗଡ଼(ଏନ୍.ଏମ୍.): ବାରହା ଶିକାର ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବନ ଜଗୁଆଳିଙ୍କ ମୃତ୍ୟୁ ହେବା ଖବର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଉକ୍ତ ଅଞ୍ଚଳରେ ବନ୍ୟଜନ୍ତୁ ଶିକାର ପାଇଁ ଦୁବୃର୍ତ୍ତମାନେ ବିଦ୍ୟୁତ ତାର ବିଛା ଦେଉଥିବା ଜଣାପଡ଼ିଛି । ତେବେ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଯାଇ ଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ…
