କଳକୀ ସେନା ପକ୍ଷରୁ ଶାରଦୀୟ ସନାତନ ବନ୍ଧୁମିଳନ

କଳକୀ ସେନା ପକ୍ଷରୁ ଶାରଦୀୟ ସନାତନ ବନ୍ଧୁମିଳନ #କଟକ(ଏନ୍‌.ଏମ୍‌.): ବିଶ୍ୱ ସତ୍ୟ -ସନାତନ-ଧର୍ମ ପ୍ରଚାରିଣୀ ମହାସଂଘ କଳକୀ ସେନା ପକ୍ଷରୁ ଶାରଦୀୟ ସନାତନ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ସିଡିଏ ସେକ୍ଟର -୬ ସ୍ଥିତ ସିଦ୍ଧ ମହାବୀର ମନ୍ଦିର ପରିସରରେ ସେନାର କଟକ ମହାନଗର ସଭାପତି କଳକୀରତ୍ନ ଲଷ୍ମୀଧର ଦାସଙ୍କ ସଭାପତିତ୍ୱରେ ଆୟୋଜିତ ବନ୍ଧୁମିଳନକୁ ସଦଗୁରୁ କଳକୀବାବା ଉଦଘାଟନ କରିଥିଲେ । ଶାରଦୀୟ ପୂଜାପାର୍ବଣର ପାଳନର ମହତ୍ତ୍ୱ ଉପରେ ଆଲୋଚନା କରି ସଦଗୁରୁ କହିଲେ…

Read More

ଚୌଦ୍ୱାର ଅଞ୍ଚଳରେ ଶାରଦୀୟ ଦୂର୍ଗାପୂଜା: ମନ୍ତ୍ର ଧ୍ୱନୀରେ ପ୍ରକମ୍ପିତ ଅଞ୍ଚଳ

ଚୌଦ୍ୱାର ଅଞ୍ଚଳରେ ଶାରଦୀୟ ଦୂର୍ଗାପୂଜା: ମନ୍ତ୍ର ଧ୍ୱନୀରେ ପ୍ରକମ୍ପିତ ଅଞ୍ଚଳ #ଚୌଦ୍ୱାର(ଏନ୍.ଏମ.): ପବିତ୍ର ଷଷ୍ଠୀତିଥିରୁ ଚୌଦ୍ୱାରରେ ଆରମ୍ଭ ହୋଇଛି ଶାରଦୀୟ ଦୁର୍ଗାପୂଜା ଉତ୍ସବ । ଅଞ୍ଚଳର ବିଭିନ୍ନ ମଣ୍ଡପରେ ଦେବୀ ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମାକୁ ଯଥା ବିଧି ପୂଜାର୍ଚ୍ଚନା କରାଯାଉଥିବାବେଳେ ଅଞ୍ଚଳର ବିଭିନ୍ନ ପୀଠ ମାନଙ୍କରେ ମଧ୍ୟ ମା’ଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ଚାଲିଛି । ପଣ୍ଡିତଙ୍କ ମନ୍ତ୍ର ଧ୍ୱନୀରେ ଗଗନ ପବନ ମୁଖରିତ ହେବା ସହିତ ଭକ୍ତି ଓ ଭାବମୟ ପରିବେଶରେ ମା’ଙ୍କୁ ସ୍ୱାଗତ କରିଛନ୍ତି ଅଞ୍ଚଳବାସୀ…

Read More

କଟକରେ ଦଶହରା ବୁଲିଲେ ସଂସ୍କୃତି ମନ୍ତ୍ରୀ: ସ୍ୱାଗତ କଲେ ସିଏମସି ମେୟର ଓ ନିରାମୟ ଉପଦେଷ୍ଟା

କଟକରେ ଦଶହରା ବୁଲିଲେ ସଂସ୍କୃତି ମନ୍ତ୍ରୀ: ସ୍ୱାଗତ କଲେ ସିଏମସି ମେୟର ଓ ନିରାମୟ ଉପଦେଷ୍ଟା #କଟକ(ଏନ୍‌.ଏମ୍‌.): କଳା ସଂସ୍କୃତିର ସହର କଟକ ଆଜି ଉତ୍ସବ ମୁଖର । ଶକ୍ତି ଆରଧନାର ପ୍ରମୁଖସ୍ଥଳ ଭାବେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ କେବଳ ରାଜ୍ୟ କାହିଁକି ରାଜ୍ୟ ବାହାରୁ ମଧ୍ୟ ଲୋକଙ୍କୁ ଆକୃଷ୍ଟ କରିଥାଏ । ସୁନା ଚାନ୍ଦିର ଅଳଙ୍କାରରେ ମା’ ଝଟକୁଥିବାବେଳେ ସୁଉଚ୍ଚ ତୋରଣ ବେଶ ମନମୁଗ୍ଧକର ହୋଇଥାଏ । ଚଳିତ ବର୍ଷ ମା’ଙ୍କ ଶାରଦୀୟ…

Read More