ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ଼ ଅସହାୟ: ଦଶମ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣା, କ୍ରାଇମବ୍ରାଞ୍ଚରେ ମାମଲା
ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ଼ ଅସହାୟ: ଦଶମ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣା, କ୍ରାଇମବ୍ରାଞ୍ଚରେ ମାମଲା [caption id="attachment_4032" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍.ଏମ୍.): ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଏବେ ଅସୁରକ୍ଷିତ ହୋଇପଡ଼ିଥିବା ବୁଦ୍ଧିଜୀବୀ ମହଲରେ…












