‘ସପ୍ତପଦୀ’ ଓ ପାରମ୍ପାରିକ ରୀତିନୀତି ବିନା ହିନ୍ଦୁ ବିବାହ ବୈଧ ନୁହେଁ: ଆହ୍ଲାବାଦ ହାଇକୋର୍ଟ
‘ସପ୍ତପଦୀ’ ଓ ପାରମ୍ପାରିକ ରୀତିନୀତି ବିନା ହିନ୍ଦୁ ବିବାହ ବୈଧ ନୁହେଁ: ଆହ୍ଲାବାଦ ହାଇକୋର୍ଟ ଆହ୍ଲାବାଦ(ଏଜେନ୍ସି): ହିନ୍ଦୁ ରୀତିନୀତିରେ ବିବାହକୁ ନେଇ ଅନେକ ସମୟରେ ତର୍କ ହୁଏ । ଏକ ବିବାହ ବାସ୍ତବରେ କିପରି ହେବା ଉଚିତ୍? ଏଥିରେ ପରମ୍ପରା ମୁଖ୍ୟ ନା ଆଇନଗତ ପ୍ରକ୍ରିୟା ଆଗ ତାକୁ ନେଇ ଦ୍ୱନ୍ଦ୍ୱ ଉପୁଜେ, ଆଉ ତର୍କବିତର୍କ ବି ହୁଏ । ଏସବୁ ମଧ୍ୟରେ ଆହ୍ଲାବାଦ ହାଇକୋର୍ଟ ଦେଇଛନ୍ତି ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ । କୋର୍ଟ କହିଛନ୍ତି, ହିନ୍ଦୁ…
