କଟକ ସାତସାହି ନୃତ୍ୟୋତ୍ସବ ଉଦ୍ଘାଟିତ
କଟକ ସାତସାହି ନୃତ୍ୟୋତ୍ସବ ଉଦ୍ଘାଟିତ [caption id="attachment_11368" align="alignnone" width="300"] News by Umakanta Jena (Cuttack)[/caption] #କଟକ(ଏନ୍.ଏମ୍.): ସ୍ଥାନୀୟ ଉପର ବାଲିଯାତ୍ରା ପଡ଼ିଆରେ ଆୟୋଜିତ ୧୪ତମ ସାତସାହି ନୃତ୍ୟୋତ୍ସବ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ମଣିପୁର ଉଚ୍ଚ ନ୍ୟାୟାଳୟର ଅବସରପ୍ରାପ୍ତ ମୁଖ୍ୟବିଚାରପତି ନ୍ୟାୟମୂର୍ତ୍ତି ଏଲ.କେ. ମହାପାତ୍ର ଯୋଗଦେଇ ନାଚଗୀତ…

