ଆଧ୍ୟାତ୍ମିକ କବି ଚିତ୍ରସେନ ମହାରଣାଙ୍କୁ ମିଳିବ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଆଧ୍ୟାତ୍ମିକ କବି ଚିତ୍ରସେନ ମହାରଣାଙ୍କୁ ମିଳିବ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର #ଗଞ୍ଜାମ(ଏନ୍.ଏମ୍.): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଝାଡ଼ବାଇ ଗ୍ରାମ ପଞ୍ଚାୟତ ନିକଟସ୍ଥ ଗାଙ୍ଗନାପୁର ଗ୍ରାମର ଆଧ୍ୟାତ୍ମିକ କବି ଚିତ୍ରସେନ ମହାରଣାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ପୁରସ୍କାର ପ୍ରଦାନ କରାଯିବ । ସେ ଗଞ୍ଜାମ ଜିଲ୍ଲାର ବହୁତ୍ ସାହିତ୍ୟ ଅନୁଷ୍ଠାନରୁ ସମ୍ମାନିତ ହୋଇଛନ୍ତି । କହିବାକୁ ଗଲେ ସେ ଜଣେ ଆଧ୍ୟାତ୍ମିକ କବି । ସେ ଚତୁର୍ଥ ଶ୍ରେଣୀରୁ କବିତା ଲେଖିବା ଆରମ୍ଭ…
