ବିଜାତଳା ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ
ବିଜାତଳା ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ #ରାଇରଙ୍ଗପୁର (ଏନ୍.ଏମ୍.): ମୟୂରଭଞ୍ଜ ଜିଲ୍ଲାର ବିଜାତଳା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧିନସ୍ଥ ଯୁଡିଆ ଗ୍ରାମ ନିକଟସ୍ଥ କାଣାପାଟ ସରକାରୀ ହାଇସ୍କୁଲ ଓ ସରକାରୀ ଉପ୍ରା ସ୍କୁଲ ପରିସରରେ ବିଜାତଳା ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ମେଳା ଅନୁଷ୍ଠିତ ହୋଇଯାଇଛି । ବିଇଓ ନେପାଳ ମୁଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏସଡ଼ିପିଓ ଗୋକୁଳାନନ୍ଦ ସାହୁ, ମୁଖ୍ୟବକ୍ତା ଭାବେ ବିଡ଼ିଓ ବଂଶୀଧର ଖୋସଲା, ସମ୍ମାନିତ ଅତିଥି ଭାବେ ରାଇରଙ୍ଗପୁର ବନାଞ୍ଚଳ…
