ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ ଆଗାମୀ ଦିନରେ ପୁଲିସ ଅଧିକ ଶକ୍ତିଶାଳୀ ହେବ-ଡିଜିପି #କଟକ(ଏନ୍‌.ଏମ୍‌.): ଓଡିଶା ପୁଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଅରୁଣ କୁମାର ଷଡଙ୍ଗୀ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ପୂର୍ବତନ ଡି.ଜି.ପି ସୁନୀଲ କୁମାର ବଂସଲଙ୍କ ଠାରୁ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ଷଡଙ୍ଗୀ ପୁଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଉପସ୍ଥିତ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ…

Read More

ରାସନକାର୍ଡ଼ରେ ଡେପୁଟି ମେୟରଙ୍କ ନାମ ଘଟଣା: ଦୁର୍ନୀତି ପଛରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଡିସିପିଙ୍କ ନିକଟରେ ବିଜେପିର ଏତଲା

ରାସନକାର୍ଡ଼ରେ ଡେପୁଟି ମେୟରଙ୍କ ନାମ ଘଟଣା: ଦୁର୍ନୀତି ପଛରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଡିସିପିଙ୍କ ନିକଟରେ ବିଜେପିର ଏତଲା #କଟକ(ଏନ୍‌.ଏମ୍‌.): ରାଜ୍ୟସରକାର ସବୁବେଳେ ଦୁର୍ନୀତି ହଟାଇବା ସହ ସ୍ୱଚ୍ଛତା ବଜାୟ ରଖିବା ନିମନ୍ତେ ଫାଇପ-ଟି ଭଳି ଯୋଜନା କରିଛନ୍ତି । ଏଥି ସହିତ ଅଧିକାରୀମାନେ ନିଜର କାର୍ଯ୍ୟଦକ୍ଷତା ପ୍ରତିପାଦନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ମାତ୍ର ସେସବୁ କିଭଳି କାର୍ଯ୍ୟକାରୀ ହେଉଛି ତାହାର ହିସାବ କାହା ପାଖରେ ନାହିଁ । ତେବେ…

Read More

ଜାନୁଆରୀ ୧ରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ହେବ ସାଧାରଣ ବଣ୍ଟନ ବ୍ୟବସ୍ଥା

ଜାନୁଆରୀ ୧ରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ହେବ ସାଧାରଣ ବଣ୍ଟନ ବ୍ୟବସ୍ଥା #କଟକ(ଏନ୍‌.ଏମ୍‌.): ସାଧାରଣ ବଣ୍ଟନ ବ୍ୟବସ୍ଥାର କାର୍ଯ୍ୟରତ ଖୁଚୁରା ବିକ୍ରେତାମାନଙ୍କ ବିଭିନ୍ନ ସମସ୍ୟା ସମାଧାନ ଦାବିରେ ସର୍ବ ଭାରତୀୟ ଡିଲର୍ସ ଫେଡେରେସନ ପକ୍ଷରୁ ଜାନୁଆରୀ ୧ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସାଧାରଣ ବଣ୍ଟନ ବ୍ୟବସ୍ଥା ବନ୍ଦ ରହିବ । ସମଗ୍ର ଭାରତବର୍ଷରେ ଏହି ଧର୍ମଘଟ ଚାଲିବ ବୋଲି ଫେଡେରେସନ ପକ୍ଷରୁ ସୂଚନା ଦିଆଯାଇଛି । ତେଣ କଣ୍ଟ୍ରୋଲରେ ବଣ୍ଟନ ହେଉଥିବା ସାମଗ୍ରୀ…

Read More

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୧ଗିରଫ: ୨ଟି ଦେଶୀବନ୍ଧୁକ ସହ ଗନ ପାଉଡର, ଲିଡ ଓ କ୍ୟାଟ୍ରିଜ ଜବତ

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୧ଗିରଫ: ୨ଟି ଦେଶୀବନ୍ଧୁକ ସହ ଗନ ପାଉଡର, ଲିଡ ଓ କ୍ୟାଟ୍ରିଜ ଜବତ #ଚୌଦ୍ୱାର(ଏନ୍‌.ଏମ୍‌.): ବେଆଇନ ଭାବେ ବନ୍ଧୁକ ରଖିଥିବା ଅଭିଯୋଗରେ ଚୌଦ୍ୱାର ପୁଲିସ ଆଜି ଜଣେ ଅସାମାଜିକ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲଣ କରିଛି । ସୂଚନା ଅନୁଯାୟୀ ଗତ ୨୮ତାରିଖରେ କରଞ୍ଜି ପଞ୍ଚାୟତ ଅଧିନସ୍ଥ ଗୋଡ଼ଧୁଆ ଗ୍ରାମର ମହାନ୍ତି ବାନରା(୩୦) ନାମକ ଜଣେ ବ୍ୟକ୍ତି ସେହି ଗ୍ରାମର ତାଙ୍କ ଭଉଣୀ ଦାସମା ସିଂଙ୍କୁଙ୍କ ଶ୍ୱଶୁରର ଦ୍ୱାଦଶ କ୍ରିୟାରେ…

Read More

ଇପିଏଫ ପେନସନର୍ସ ଆସୋସିଏସନର ରାଜ୍ୟ କମିଟି ବୈଠକ

ଇପିଏଫ ପେନସନର୍ସ ଆସୋସିଏସନର ରାଜ୍ୟ କମିଟି ବୈଠକ #କଟକ(ଏନ୍‌.ଏମ୍‌.): ଅଲ୍ ଓଡିଶା ଇପିଏଫ ପେନସନର୍ସ ଆସୋସିଏସନର ରାଜ୍ୟ କମିଟି ବୈଠକ ସ୍ଥାନୀୟ ଖାନନଗର ଜଗନ୍ନାଥ ମନ୍ଦିର ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି । ବିଜୟ କୁମାର ଜେନାଙ୍କ ପୌରହିତ୍ୟରେ ଆୟୋଜିତ ଏହି ବୈଠକରେ ଜାତୀୟ ଉପସଭାପତି ତଥା ରାଜ୍ୟ ସମ୍ପାଦକ ଭାଗ୍ୟଧର ବ୍ରହ୍ମା, ଉପଦେଷ୍ଟା ରଞ୍ଜନ କୁମାର ଖୁଣ୍ଟିଆ ଏବଂ ନଟବର ଆଚାର୍ଯ୍ୟଙ୍କ ସମେତ କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ…

Read More

ଇମ୍ଫା ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

ଇମ୍ଫା ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର #ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ଇମ୍ଫାର ସାମାଜିକ ଦାୟିତ୍ୱବୋଧ ଶାଖା ବଂଶୀଧର ଇଲାପଣ୍ଡା ଫାଉଣ୍ଡେସନ ପକ୍ଷରୁ ଚୌଦ୍ୱାର ଶଙ୍କରପୁର ପଞ୍ଚାୟତରେ ବହୁମୁଖି ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ପୂର୍ବତନ ବିଧାୟକ ଧର୍ମାନନ୍ଦ ବେହେରା, ଇମ୍ଫାର ସିନିୟର୍ ମ୍ୟାନେଜର ସାରଦା ପ୍ରସାଦ ରାଓ, ମାନସ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏହି ଶିବିରରେ ଶିଶୁ ରୋଗ ଠାରୁ ଆରମ୍ଭ କରି…

Read More

ଦୁର୍ନୀତିରେ ବୁଡ଼ି ରହିଛି ସିଏମସି: ସମସ୍ତ ସରକାରୀ ସୁବିଧା ସତ୍ତ୍ୱେ ରାସନକାର୍ଡ଼ ହାତେଇଛନ୍ତି ଡେପୁଟି ମେୟର ଦମୟନ୍ତୀ ମାଝୀ

ଦୁର୍ନୀତିରେ ବୁଡ଼ି ରହିଛି ସିଏମସି: ସମସ୍ତ ସରକାରୀ ସୁବିଧା ସତ୍ତ୍ୱେ ରାସନକାର୍ଡ଼ ହାତେଇଛନ୍ତି ଡେପୁଟି ମେୟର ଦମୟନ୍ତୀ ମାଝୀ ୮ବର୍ଷ ତଳର କଳଙ୍କିତ ଘଟଣାର ପୁନରାବୃତ୍ତି #କଟକ(ଏନ୍‌.ଏମ୍‌.): ଦୁର୍ନୀତିରେ ଘାଣ୍ଟି ହେଉଛି କଟକ ମହାନଗର ନିଗମ । ବିଭିନ୍ନ କ୍ଷେତ୍ରରେ ଦୁର୍ନୀତି ହେଉଥିଲେ ମଧ୍ୟ ଏହାର ମୂଳୋତ୍ପାଟନ ଆଦୌ ହେଉନାହିଁ । ଗୋଟିଏ ପରେ ଗୋଟିଏ ଦୁର୍ନୀତି ପଦାକୁ ଆସୁଥିଲେ ମଧ୍ୟ ଏନେଇ ନିରବଦ୍ରଷ୍ଟା ସାଜିଛି ପ୍ରଶାସନ । ବାଲିଯାତ୍ରା ଦୁର୍ନୀତିର ଗନ୍ଧ ଥମିନଥିବାବେଳେ ପୁଣି ରାସନକାର୍ଡ଼…

Read More

ଚୌଦ୍ୱାର କଲେଜରେ ସମନ୍ୱିତ ଯୁବ ବିକାଶ ଓ ନୂଆ-ଓ କାର୍ଯ୍ୟକ୍ରମ

ଚୌଦ୍ୱାର କଲେଜରେ ସମନ୍ୱିତ ଯୁବ ବିକାଶ ଓ ନୂଆ-ଓ କାର୍ଯ୍ୟକ୍ରମ #ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର କଲେଜରେ ଆଜି ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ସହିତ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଆ ସିନେ ଅଭିନେତ୍ରୀ ସୁପ୍ରିୟା ନାୟକ ଏବଂ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତ୍ୟିକ ସମ୍ପାଦକ ବିଜୟ ମଲ୍ଲ ଯୋଗ ଦେଇଥିଲେ । ଏହି ଅବସରରେ ପ୍ରାରମ୍ଭରୁ କଲେଜ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ…

Read More

୬ମାସ ପର୍ଯ୍ୟନ୍ତ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ

୬ମାସ ପର୍ଯ୍ୟନ୍ତ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି । ତାଙ୍କ କାର୍ଯ୍ୟକାଳକୁ ସରକାର ୬ ମାସ ବଢ଼ାଇ ଦେଇଛନ୍ତି । ଫଳରେ ୨୦୨୪ ଜୁନ୍ ୩୦ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ । ସୂଚନାଯୋଗ୍ୟ, ଆସନ୍ତା ୩୧ ତାରିଖରେ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାର ଥିଲା । ଗତ ମାର୍ଚ୍ଚ ୧ ତାରିଖରେ ମୁଖ୍ୟ…

Read More

ହାଇଟେକ୍ ହସ୍ପିଟାଲରେ ଏସି ଗ୍ୟାସ ଫିଲିଂ ବେଳେ ବିସ୍ଫୋରଣ !

ହାଇଟେକ୍ ହସ୍ପିଟାଲରେ ଏସି ଗ୍ୟାସ ଫିଲିଂ ବେଳେ ବିସ୍ଫୋରଣ ! #ଭୁବନେଶ୍ୱର(ଏନ୍‌.ଏମ୍‌.): ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ଯୋଗୁଁ ୩ରୁ ୪ଜଣ ଆହତ ହୋଇଥିବା ଜଣାପଡ଼ିଛି । ତେବେ ହସ୍ପିଟାଲ ତୃତୀୟ ମହଲାରେ ଏସି ଗ୍ୟାସ୍ ଫିଲିଂ ବେଳେ ବିସ୍ଫୋରଣ ହୋଇଥିବା ବିଷୟରେ ମେଡ଼ିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ବର୍ତ୍ତମାନ ନିଆଁ ଆୟତ୍ତରେ ଥିବା ଜଣାପଡ଼ିଛି । ମେଡ଼ିକାଲ୍ ଲୋକ ସମ୍ପର୍କ ଅଧିକାରୀଙ୍କ କହିବାନୁଯାୟୀ, ମେଡ଼ିକାଲର ତୃତୀୟ…

Read More

ଚୌଦ୍ୱାରରେ ଫୋଟୋଗ୍ରାଫର୍‌ମାନଙ୍କ କର୍ମଶାଳା

ଚୌଦ୍ୱାରରେ ଫୋଟୋଗ୍ରାଫର୍‌ମାନଙ୍କ କର୍ମଶାଳା #ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ଫୋଟୋଗ୍ରାଫର୍ ଆସୋସିଏସନ୍ ଆନୁକୁଲ୍ୟରେ ଫଟୋଗ୍ରାଫରମାନଙ୍କ ପାଇଁ ଏକ କର୍ମଶାଳା ଆୟୋଜିତ ହୋଇ ଯାଇଛି । ଚୌଦ୍ୱାର ଫଟୋଗ୍ରାଫର୍ ଆସୋସିଏସନ୍ ସଭାପତି ସତ୍ୟବ୍ରତ ଦାସଙ୍କ ପୌରହିତ୍ୟରେ ସ୍ଥାନୀୟ ଯଯାତି କେଶରୀ କ୍ଲବ୍‌ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଚୌଦ୍ୱାର ପୌରପାଳିକାର ଉପନଗରପାଳ ଶୁଭେନ୍ଦୁ ସାମଲ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରତ୍ୟେକ ଫଟୋ ଉତ୍ତୋଳନକାରୀ ନିଜସ୍ୱ ଜ୍ଞାନ, ବିକେବକୁ ଉପଯୋଗ କରି ସମାଜକୁ ନୂତନ ବାର୍ତ୍ତା ଦେଉଥିବା କଥାକୁହା ଫଟୋ ଉତ୍ତୋଳନ କରିବାକୁ ପରାମର୍ଶ…

Read More

କଟକ ନଗର ୮ନମ୍ବର ବ୍ଲକ କଂଗ୍ରେସ ପକ୍ଷରୁ ୧୩୯ତମ “ପ୍ରତିଷ୍ଠା ଦିବସ’

କଟକ ନଗର ୮ନମ୍ବର ବ୍ଲକ କଂଗ୍ରେସ ପକ୍ଷରୁ ୧୩୯ତମ “ପ୍ରତିଷ୍ଠା ଦିବସ’ #ଜଗତପୁର(ଏନ୍‌.ଏମ୍‌.): କଟକ ନଗର ୮ନମ୍ବର ବ୍ଲକ କଂଗ୍ରେସ ପକ୍ଷରୁ ସଭାପତି ଅଲେଖ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଜଗତପୁର ଗୋଲେଇଛକ ସ୍ଥିତ ଉତ୍କଳ ଦୂର୍ଗାପୂଜା ମଣ୍ଡପ ସମ୍ମିଳନୀ ଗୃହରେ ଭାରତୀୟ ଜାତୀୟ କଂଗ୍ରେସର ୧୩୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି । ଏହି ପରିପ୍ରେକ୍ଷୀରେ ଉତ୍କଳ ପ୍ରଦେଶ କଂଗ୍ରେସର ପ୍ରଥମ ସଭାପତି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫଟୋ ଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରାଯାଇ…

Read More