ସମ୍ଭାବ୍ୟ ଅଦିନିଆ ବର୍ଷା ଦୃଷ୍ଟିରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରସ୍ତୁତି
ସମ୍ଭାବ୍ୟ ଅଦିନିଆ ବର୍ଷା ଦୃଷ୍ଟିରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରସ୍ତୁତି #ଭୁବନେଶ୍ୱର(ଏନ୍.ଏମ୍.): ଭାରତୀୟ ପାଣିପାଗ ବିଭାଗର ସ୍ୱତନ୍ତ୍ର ବାର୍ତ୍ତା ଅନୁଯାୟୀ ଆସନ୍ତା ଡିସେମ୍ବର ୫ତାରିଖରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଅନ୍ୟ ଜିଲ୍ଲା ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଆଦି ଜିଲ୍ଲାମାନଙ୍କର କେତେକ ସ୍ଥାନରେ ମାତ୍ରାଧିକ ବର୍ଷା ହେବାର ପୂର୍ବାନୁମାନ ରହିଛି । ଏହି…
