ସମ୍ଭାବ୍ୟ ଅଦିନିଆ ବର୍ଷା ଦୃଷ୍ଟିରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରସ୍ତୁତି
ସମ୍ଭାବ୍ୟ ଅଦିନିଆ ବର୍ଷା ଦୃଷ୍ଟିରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରସ୍ତୁତି [caption id="attachment_11657" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ଭାରତୀୟ ପାଣିପାଗ ବିଭାଗର ସ୍ୱତନ୍ତ୍ର ବାର୍ତ୍ତା ଅନୁଯାୟୀ ଆସନ୍ତା ଡିସେମ୍ବର ୫ତାରିଖରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଆଦି ଜିଲ୍ଲାର…


