ନୂଆଦିଲ୍ଲୀରେ ଗ୍ଲୋବାଲ ବାୟୋ ଇଣ୍ଡିଆ କନ୍କ୍ଲେଭ
ନୂଆଦିଲ୍ଲୀରେ ଗ୍ଲୋବାଲ ବାୟୋ ଇଣ୍ଡିଆ କନ୍କ୍ଲେଭ ‘ଓଡ଼ିଶାରେ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ବିପୁଳ ସମ୍ଭାବନା ରହିଛି’: ମନ୍ତ୍ରୀ ଅଶୋକ ପଣ୍ଡା #ଭୁବନେଶ୍ୱର(ଏନ୍.ଏମ୍.): ପୁଷ୍ଟିଶସ୍ୟକୁ ବାୟୋଟେକ୍ନୋଲୋଜି ନୀତି ପରିସରଭୁକ୍ତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି । ଓଡ଼ିଶାରେ ବାୟୋଟେକ୍ନୋଲୋଜିର ପରିସର ବ୍ୟାପକ ଏବଂ ଉଦ୍ୟୋଗ କ୍ଷେତ୍ରରେ ଏହାର ବିପୁଳ ସମ୍ଭାବନା ରହିଛି ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି । ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ‘ଗ୍ଲୋବାଲ ବାୟୋ ଇଣ୍ଡିଆ-୨୦୨୩’…
