ଚୌଦ୍ୱାର-କଟକ ବିଧାୟକଙ୍କ ଦ୍ୱାରା ସରକାରୀ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ପ୍ରଳ୍ପର ଶିଳାନ୍ୟାସ
ଚୌଦ୍ୱାର-କଟକ ବିଧାୟକଙ୍କ ଦ୍ୱାରା ସରକାରୀ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ପ୍ରଳ୍ପର ଶିଳାନ୍ୟାସ #ଚୌଦ୍ୱାର(ଏନ୍.ଏମ୍.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ କୟଳପଡ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କରାଯିବା ସହ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ । ରାଜ୍ୟସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ୫୦ଲକ୍ଷ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ଯୋଜନାରେ ୨୫ଲକ୍ଷ ସମୁଦାୟ ୭୫ ଲକ୍ଷ ଟଙ୍କା କାର୍ଯ୍ୟର ସମୀକ୍ଷା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ…
