ଓଡ଼ିଶାକୁ ଫେରିଲା କରୋନା: ଗତ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ
ଓଡ଼ିଶାକୁ ଫେରିଲା କରୋନା: ଗତ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ #ଭୁବନେଶ୍ୱର(ଏନ୍.ଏମ୍.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଗତ ୩ ତାରିଖରେ ଶେଷ ଥର ପାଇଁ ଓଡ଼ିଶାରେ ଜଣେ ପଜିଟିଭ ଚିହ୍ନଟ ହୋଇଥିଲେ । ପରେ ୨୦ ଦିନର ବ୍ୟବଧାନ…
