ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଓ ବରିଷ୍ଠ ସେବାୟତଗଣ
ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଓ ବରିଷ୍ଠ ସେବାୟତଗଣ ନିମନ୍ତ୍ରଣ ରକ୍ଷା କରି ସେବାୟତଙ୍କୁ ଗୁଆ ଓ ଚାଉଳ ଦେଲେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ପାଇଁ ପୁରୀ ବାସୀ ତଥା ସେବାୟତ ମାନଙ୍କ ତ୍ୟାଗ ଅତୁଳନୀୟ: ୫-ଟି ଅଧ୍ୟକ୍ଷ #ଭୁବନେଶ୍ୱର(ଏନ୍.ଏମ୍.): ନବୀନ ନିବାସରେ ଥିଲା ଆଜି ଏକ ଆଧ୍ୟାତ୍ମିକ ପରିବେଶ । ଜୟ ଜଗନ୍ନାଥ ଧ୍ୱନୀରେ ପ୍ରକମ୍ପିତ ହେଉଥିଲା ପୁରା ପରିସର । ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ…
