୬ମାସ ପର୍ଯ୍ୟନ୍ତ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ

୬ମାସ ପର୍ଯ୍ୟନ୍ତ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି । ତାଙ୍କ କାର୍ଯ୍ୟକାଳକୁ ସରକାର ୬ ମାସ ବଢ଼ାଇ ଦେଇଛନ୍ତି । ଫଳରେ ୨୦୨୪ ଜୁନ୍ ୩୦ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ । ସୂଚନାଯୋଗ୍ୟ, ଆସନ୍ତା ୩୧ ତାରିଖରେ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାର ଥିଲା । ଗତ ମାର୍ଚ୍ଚ ୧ ତାରିଖରେ ମୁଖ୍ୟ…

Read More

ହାଇଟେକ୍ ହସ୍ପିଟାଲରେ ଏସି ଗ୍ୟାସ ଫିଲିଂ ବେଳେ ବିସ୍ଫୋରଣ !

ହାଇଟେକ୍ ହସ୍ପିଟାଲରେ ଏସି ଗ୍ୟାସ ଫିଲିଂ ବେଳେ ବିସ୍ଫୋରଣ ! #ଭୁବନେଶ୍ୱର(ଏନ୍‌.ଏମ୍‌.): ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ଯୋଗୁଁ ୩ରୁ ୪ଜଣ ଆହତ ହୋଇଥିବା ଜଣାପଡ଼ିଛି । ତେବେ ହସ୍ପିଟାଲ ତୃତୀୟ ମହଲାରେ ଏସି ଗ୍ୟାସ୍ ଫିଲିଂ ବେଳେ ବିସ୍ଫୋରଣ ହୋଇଥିବା ବିଷୟରେ ମେଡ଼ିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ବର୍ତ୍ତମାନ ନିଆଁ ଆୟତ୍ତରେ ଥିବା ଜଣାପଡ଼ିଛି । ମେଡ଼ିକାଲ୍ ଲୋକ ସମ୍ପର୍କ ଅଧିକାରୀଙ୍କ କହିବାନୁଯାୟୀ, ମେଡ଼ିକାଲର ତୃତୀୟ…

Read More