ନିଗମାନନ୍ଦ ବିଦ୍ୟାପୀଠରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ
ନିଗମାନନ୍ଦ ବିଦ୍ୟାପୀଠରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ #ଚୌଦ୍ୱାର(ଏନ୍.ଏମ୍.): ସ୍ଥାନୀୟ ଚୌଦ୍ୱାର ମ୍ୟୁନିସପାଲଟି ପକ୍ଷରୁ ୧୬ ନମ୍ବର ୱାର୍ଡ ସ୍ଥିତ ନିଗମାନନ୍ଦ ବିଦ୍ୟାପୀଠ ପରିସରରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ବିଶିଷ୍ଟ ଅତିଥି ଭାବେ ଚୌଦ୍ୱାର ହିନ୍ଦ୍ ସେବକ ସଂଘ ଅଧ୍ୟକ୍ଷ ଦାମୋଦର ସାହୁ ଯୋଗ ଦେଇଥିବାବେଳେ, ସମ୍ମାନିତ ଅତିଥି ଭାବେ କଟକ ଜିଲ୍ଲାର…
