ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟନ
ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟନ #ଭୁବନେଶ୍ୱର(ଏନ୍.ଏମ୍.): ଭୁବନେଶ୍ୱର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଆୟୋଜିତ ପ୍ରଥମାଷ୍ଟମୀ, ସ୍ୱତନ୍ତ୍ର ହସ୍ତତନ୍ତ ମେଳା -୨୦୨୩ ଉଦ୍ଘାଟିତ ହୋଇଯାଇଛି । ସ୍ଥାନୀୟ ଏକାମ୍ର ହାଟ ୟୁନିଟ ୩ ସ୍ଥିତ ଭୁବନେଶ୍ୱର ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଯୁଗ୍ମ ଶାସନ ସଚିବ ମମତା ନାୟକଙ୍କ ଦ୍ୱାରା ଉଦଘାଟିତ ଏହି ଉତ୍ସବରେ ହସ୍ତତନ୍ତ,…
